ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ଶ୍ରୀକ୍ଷେତ୍ରରେ ହବିଷ୍ୟାଳୀଙ୍କ ଭିଡ଼
ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ମାସ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳୀ। ଏଥିପାଇଁ ରାଜ୍ୟ ସରକାରଙ୍କ ହବିଷ୍ୟାଳୀ ଯୋଜନାରେ ବ୍ରତଧାରୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଆଜି ସନ୍ଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ…