Browsing Tag

Kartik Nithi starts today in the Shree Mandir

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ,ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସରେ ଶ୍ରୀଜିଉଙ୍କ ଏହି ବେଶ କରାଯାଏ । ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଆଜିଠାରୁ ମଧ୍ୟ ମହାପ୍ରଭୁଙ୍କ ନିକଟରେ ବାଳଭୋଗ ନୀତି ଆରମ୍ଭ ହୋଇଛି । ଶ୍ରୀକ୍ଷେତ୍ରରେ…