ଓଡ଼ିଶା-ମୋ ପରିବାରର ସହଯୋଗ:ବେଙ୍ଗାଲୁରୁରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଓଡ଼ିଶା-ମୋ ପରିବାର ଉଦ୍ୟମରେ ବେଙ୍ଗାଲୁରୁରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତଦେହ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଛି ।
ସୂଚନାଯୋଗ୍ୟ, ବେଙ୍ଗାଲୁରୁର ଏକ ଏଲ.ଇ.ଡି ଫ୍ୟାକ୍ଟ୍ରିରେ କାମ କରୁଥିବା ଗଞ୍ଜାମ ଦିଗପହଣ୍ଡିର ପତଣ୍ଡା…