Browsing Tag

Kendrapada’s famous sweet rasabali got GI tag

କେନ୍ଦ୍ରାପଡାର ପ୍ରସିଦ୍ଧ ମିଠା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍

କେନ୍ଦ୍ରାପଡାର ପ୍ରସିଦ୍ଧ ମିଠା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା । କେନ୍ଦ୍ରାପଡା ମିଷ୍ଟାନ୍ନ ରସାବଳି ସଂଘର ଆବେଦନକୁ ମଞ୍ଜୁରୀ ମିଳିବା ପରେ ସବୁଠି ଖୁସିର ଲହରୀ ଖେଳି ଯାଇଛି । ତେବେ ତୁଳସୀ କ୍ଷେତ୍ର ଶ୍ରୀ ବଳଦେବଜୀଉଙ୍କ ମୁଖ୍ୟ ଭୋଗ ହେଉଛି ରସାବଳି । କେନ୍ଦ୍ରାପଡା ସଂସ୍କୃତି…