Browsing Tag

Keonjhar steel plant

କେନ୍ଦୁଝରରେ ଇସ୍ପାତ କାରଖାନା ନିଷ୍ପତ୍ତିକୁ ଜିଲ୍ଲାବାସୀଙ୍କ ସ୍ଵାଗତ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ ସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟିର ସ୍ବୀକୃତି ପରେ ସାରା ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି ।…