‘ଖେଲୋ ଇଣ୍ଡିଆ’ ବିଶ୍ୱବିଦ୍ୟାଳୟ କ୍ରୀଡା ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):‘ଖେଲୋ ଇଣ୍ଡିଆ’ ଦେଶର ଯୁବ ବର୍ଗଙ୍କ ପରିଚୟର ନୂଆ ମାଧ୍ୟମ ହୋଇଥିବା ବେଳେ ଏହା ଦେଶରେ କ୍ରୀଡା କ୍ଷେତ୍ରରେ ନୂଆ ଆଶାର ସଂଚାର ଭରିଛି ବୋଲି ଶନିବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେଁ ସର୍ବ ପ୍ରଥମ ‘ଖେଲୋ ଇଣ୍ଡିଆ’ ବିଶ୍ୱବିଦ୍ୟାଳୟ କ୍ରୀଡାର ଉଦଘାଟନ କରିବା…