ବିଜେଡି ସମର୍ଥିତ ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ ସର୍ଗିପାଲି ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ କୁନୁ ମାଝୀଙ୍କୁ ଅପହରଣ କରିଥିବା ନେଇ ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ ।
ସୂଚନାଯୋଗ୍ୟ ଯେ, ୧୭ତାରିଖରେ କୁନୁ ନିଜ ନାମାଙ୍କନ…