କିଟ ପ୍ଲେସମେଣ୍ଟ ଓ କ୍ୟାମ୍ପସ ପାଇଁ ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍ ବିଶ୍ୱବିଦ୍ୟାଳୟକୁ ଏସିଆ ଏଜୁକେସନ୍ ପୁରସ୍କାର ୨୦୨୨ ପ୍ରଦାନ କରାଯାଇଛି। ଶୁକ୍ରବାର ବାଙ୍ଗାଲୋରରେ ଏସିଆ ଟୁଡେ ରିସର୍ଚ୍ଚ ଓ ମିଡ଼ିଆ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। କିଟ ଓ କିସ ପ୍ରତିଷ୍ଠାତା…