Browsing Tag

killed

ରାଜଧାନୀରେ ପ୍ରେମ ସମ୍ପର୍କରୁ ଯୁବକଙ୍କୁ ହତ୍ୟା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ତ୍ରିକୋଣୀୟ ପ୍ରେମ ସମ୍ପର୍କକୁ ନେଇ ରାଜଧାନୀରେ ଏକ ହତ୍ୟାକାଣ୍ଡ ଘଟିଛି । ଯୁବକଙ୍କ ଖଣ୍ଡା ଚୋଟରେ କକ୍‌ଟେଲ ବଏ ଅଞ୍ଜନ ବେହେରାଙ୍କର ମୃତ୍ୟୁ ଘଟିଛି । ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ଖୋଳତାଡ ଆରମ୍ଭ କରିଛି । ଘଟଣାଟି ଗତକାଲି ବିଳମ୍ବିତ ରାତିରେ…