ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନସିପରେ ଚମକିଲେ ଓଡ଼ିଆ ଆଥଲେଟ କିଶୋର ଜେନା, ଜାଭେଲିନ ଥ୍ରୋ ଫାଇନାଲରେ କଲେ ପ୍ରବେଶ
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନସିପରେ ଚମକିଛନ୍ତି ଓଡ଼ିଆ ଆଥଲେଟ କିଶୋର ଜେନା। ହଙ୍ଗେରୀର ବୁଡାପେଷ୍ଟରେ ଚାଲୁଥିବା ଏହି ଟୁର୍ଣ୍ଣାମେଣ୍ଟର ଜାଭେଲିନ ଥ୍ରୋ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି କିଶୋର। ସେ ଯୋଗ୍ୟତା ପର୍ଯ୍ୟାୟରେ ୮୦.୫୫ ମିଟର ଜାଭେଲିନ ଫିଙ୍ଗି ଫାଇନାଲକୁ ଯାଇଛନ୍ତି। ଫାଇନାଲରେ…