Browsing Tag

Knee operation by robot

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲ୍‌ରେ ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସମ୍ପାଦିତ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଶନିବାର ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯାଇଛି । ରୋବୋଟିକ୍ ପ୍ରକ୍ରିୟାରେ ଏଭଳି ଅସ୍ତ୍ରୋପଚାର ଖୁବ୍ ଉନ୍ନତମାନର ହୋଇଥିବା…