ଗୋପାଳପୁର ଠାରୁ ୪୧୦ କିମି ଦୂରରେ ସମ୍ଭାବ୍ୟ ବାତ୍ୟା ‘ଗୁଲାବ’, ଜାଣନ୍ତୁ ‘ଗୁଲାବ’ର ଅର୍ଥ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପଶ୍ଚିମଦିଗରେ ଗତି କରୁଛି । ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଅଗ୍ରସର ହେଉଛି ।…