ରାଜ୍ୟସ୍ତରୀୟ କୃଷି ମହୋତ୍ସବ ଉଦ୍ଘାଟିତ । ଦେଶବାସୀଙ୍କ ପାଇଁ ଆଦର୍ଶ ପାଲଟିଛି କାଳିଆ ଯୋଜନା – ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରମୁଣ୍ଡା ପଡିଆଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ କୃଷି ଓଡ଼ିଶା କର୍ମଶାଳାକୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ପାଇଁ ଏବେ ସାରା ଦେଶରେ…