ରାୟଗଡ଼ାରେ ଗଡ଼ିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାୟଗଡ଼ାରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା । ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ୱାରା ଗମନାଗମନ କ୍ଷେତ୍ରରେ ଆସିବ ବୈପ୍ଳବିକ ପରିବର୍ତ୍ତନ।
ସୂଚନା ଅନୁଯାୟୀ, ୧୧ଟି ବ୍ଲକ ମଧ୍ୟରେ ଏହି ବସ୍ ଯାତାୟତ କରିବାକୁ ଥିବା ବେଳେ ୩୯ଟି ରୁଟରେ ଏହି ସେବା…