ଲକ୍ଷ୍ମୀ ବସ୍ ନାଁ ବଦଳି ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’
ଲକ୍ଷ୍ମୀ ବସ୍ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍ ।…