Browsing Tag

Lakshmi Bus will be held in Rayagada district from next 25th

ଆସନ୍ତା ୨୫ରୁ ରାୟଗଡା ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ

ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାର ୧୧ଟି ବ୍ଲକରେ ଆସନ୍ତା ୨୫ ତାରିଖରେ ଲକ୍ଷ୍ମୀ ବସ ଗଡ଼ିବା ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ…