Browsing Tag

Lata mangeskar

ଲତାଙ୍କ ପରଲୋକରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୀରବି ଗଲେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର। ତାଙ୍କ ବିୟୋଗରେ କେନ୍ଦ୍ରସରକାର ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ୨ଦିନ ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁମ୍ବାଇର ଶିବାଜୀ…