୧୭ରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ନିମନ୍ତ୍ରଣପତ୍ର ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ
ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲୋକାର୍ପଣ ଉତ୍ସବରେ ଯୋଗଦେବା ପାଇଁ ରାଜ୍ୟ ଓ ରାଜ୍ୟ ବାହାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିର ସମେତ…