ଯୁବଶକ୍ତି ଯେତେ ସଶକ୍ତ ହେବ ଦେଶର ବିକାଶ ସେତେ ଅଧିକ ହେବ- ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ଦେଶ ପାଖରେ ଥିବା ସମ୍ବଳର ଉପଯୋଗ କରିବା ପାଇଁ ଯୁବ ଶକ୍ତି ଭଳି ଗୁରୁତ୍ତ୍ୱପୂର୍ଣ୍ଣ ଶକ୍ତିର ଆବଶ୍ୟକତା ରହିଛି । ଏହି ଯୁବଶକ୍ତି ଯେତେ ସଶକ୍ତ ହେବ ଦେଶର ବିକାଶ ସେତେ ଅଧିକ ହେବ ବୋଲି ଗୁରୁବାର ‘କୌଶଳ ଦୀକ୍ଷାନ୍ତ ସମାରୋହ-୨୦୨୩’ରେ…