ଅଳ୍ପକେ ବର୍ତିଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ
ଜମ୍ମୁ ଓ କାଶ୍ମୀରର ଉଧାମପୁର ନିକଟରେ ଆଜି କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ କାରକୁ ଏକ ଟ୍ରକ୍ ଧକ୍କା ଦେଇଛି। ତେବେ ଏହି ଦୁର୍ଘଟଣାରେ ଶ୍ରୀ ରିଜିଜୁଙ୍କର କିଛି ହୋଇ ନାହିଁ। ସେହିଭଳି ଏଥିରେ ଅନ୍ୟ କେହି ମଧ୍ୟ ଆହତ ହୋଇନାହାନ୍ତି।
ଟ୍ରକ୍ଟି କିରଣ ରିଜିଜୁଙ୍କ କାରକୁ ଧକ୍କା ଦେବା…