ଦଳରୁ ଇସ୍ତଫା ଦିଅ ଏବଂ ସମ୍ପାଦକୀୟ ଲେଖ: ପ୍ରତାପ ଦେବ
ବିଜେଡିକୁ ବ୍ଲାକମେଲ କରୁଥିବା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଗଣତାନ୍ତ୍ରିକ ପଦ୍ଧତିରେ ସମସ୍ତେ ନିଜ ନିଜର ମତ ରଖିପାରିବେ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ ଏବଂ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଯାହାକୁ…