ମୁଖ୍ୟ ଶାସନ ସଚିବଙ୍କ ବଡଘୋଷଣା: ରାଜ୍ୟରେ ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଗତ ମେ’ ୫ରେ ଘୋଷିତ ତାଲାବନ୍ଦର ୫ମ ପର୍ଯ୍ୟାୟ ଅବଧି ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଶେଷ ହେବାକୁ ଯାଉଛି। ପ୍ରାୟ ୨୦ ଜିଲ୍ଲାରେ ସଂକ୍ରମଣ ହାର ନିୟନ୍ତ୍ରଣକୁ ଆସିଥିଲେ ମଧ୍ୟ ୫ଟି…