ଲୋକସଭା ନିର୍ବାଚନ; ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ଆଗାମୀ ଲୋକସଭା ନିର୍ବାଚନ ପାଇଁ ଶୁକ୍ରବାର ଦିନ ଭାରତୀୟ ଜନତା ପାର୍ଟି ତରଫରୁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏଥିରେ ତାମିଲନାଡୁ ଓ ପୁଡୁଚେରୀର ପ୍ରାର୍ଥୀଙ୍କ ନାମ ସାମିଲ ରହିଛି । ଏପ୍ରିଲ ୧୯ ତାରିଖରେ ପୁଡୁଚେରୀ ଓ ତାମିଲନାଡୁରେ ଭୋଟ ଗ୍ରହଣ ହେବ । ପୁଡୁଚେରୀ…