ସ୍ପେଶାଲ୍ ଫୋକସ ଷ୍ଟେଟ ଦାବି କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚି ପୂର୍ବାଞ୍ଚଳ ରାଜ୍ୟ ପରିଷଦ ବୈଠକରେ କରୁଛନ୍ତି ଅଧ୍ୟକ୍ଷତା । ଲୋକସଭା ଭବନରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିହାର ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ଝାଡଖଣ୍ଡର…