Browsing Tag

Lord Jagannath will go to Adapa Manual today evening

ଅପରାହ୍ନରେ ଆଡ଼ପ ମଣ୍ଡପରେ ବିଜେ କରିବେ ତିନି ଠାକୁର, କାଲି ଯାଏ ଦର୍ଶନ ବନ୍ଦ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଛି ତିନି ରଥ । ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଥିଲା । ଆଜି ଅପରାହ୍ନ ପର୍ଯ୍ୟନ୍ତ…