Browsing Tag

Lord Mahaprabhu won the mandap in front of Srigundicha temple

ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କଲେ ମହାପ୍ରଭୁ

ଶ୍ରୀଜିଉଙ୍କ ଆଡ଼ପ ବିଜେ । ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ ବନ୍ଧାଯାଇଥିଲା । ଏହାପରେ ପୁଷ୍ପାଞ୍ଜଳି ବନ୍ଦାପନା…