ରାଜ୍ୟରେ କମିଛି ଦାରିଦ୍ର୍ୟ ହାର
ରାଜ୍ୟରେ କମିଛି ଦାରିଦ୍ର୍ୟ ହାର । ନୀତି ଆୟୋଗଙ୍କ ଦ୍ବାରା ଜୁଲାଇ -୨୦୨୩ରେ ପ୍ରକାଶିତ ବହୁମୁଖୀ ଦାରିଦ୍ର୍ୟ ସୂଚକାଙ୍କ ଅନୁଯାୟୀ, ୨୦୧୫-୧୬ରୁ ୨୦୧୯-୨୦ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାରେ ବହୁମୁଖୀ ଦାରିଦ୍ର୍ୟ ୨୯.୩୫ ପ୍ରତିଶତରୁ ୧୫.୬୮ ପ୍ରତିଶତକୁ ହ୍ରାସ ପାଇଛି ।
ଏହି ରିପୋର୍ଟ…