Browsing Tag

Lunabandha project

ଲୁଣାବନ୍ଧ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସଞ୍ଜୟ ଦାସବର୍ମା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟର ୪ ଗୋଟି ଜିଲ୍ଲାର ୨୦୦ କିମି ପରିବ୍ୟାପ୍ତ ୩୬ ଲୁଣା ବନ୍ଧର ମରାମତି, ସୁଦୃଢୀ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ଗତକାଲି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…