Browsing Tag

made a big announcement; Sunabesh darshan will be done by 11 pm

ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ବଡ ଘୋଷଣା; ରାତି ୧୧ ଟା ସୁଦ୍ଧା ସରିବ ସୁନାବେଶ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚାଲିଛି ମହାବାହୁଙ୍କ ସୁନାବେଶ ଦର୍ଶନ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରୁଛନ୍ତି । ପୁରା ଶ୍ରୀକ୍ଷେତ୍ର ଭକ୍ତିମୟ ପରିବେଶରେ ଆହ୍ଲାଦିତ । ହେଲେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି କି, ଆସନ୍ତା…