ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ବିଏମସି ମେୟର ପ୍ରାର୍ଥୀ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ । ଏ ନେଇ ଶୁକ୍ରବାର ଦିନ ୧୧ଟା ବେଳେ ଏ ନେଇ ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି ।
ମଧୁସ୍ମିତା ଜଣେ…