Browsing Tag

Madhya Pradesh: Six dead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଘଟଣା ସ୍ଥଳରେ ୬ ଜଣ ମୃତ

ମଧ୍ୟପ୍ରଦେଶର ସାଗରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ ଏବଂ କାର ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ସାନୋଧା ଥାନା ଅଞ୍ଚଳରେ ଘଟିଛି। ଦୁର୍ଘଟଣା ଏତେ ଭୀଷଣ ଥିଲା ଯେ, କାର ସଂପୂର୍ଣ୍ଣ ଚୁରମାର ହୋଇଯାଇଥିଲା । ସୂଚନା ମୁତାବକ, କାର୍ ଓ ଟ୍ରକ୍ ମଧ୍ୟରେ…