୨୪ ଘଣ୍ଟା ମଧ୍ୟରେ ୨୪ ଜଣଙ୍କ ମୃତ୍ୟୁ, ସରକାରୀ ଡାକ୍ତରଖାନାରେ ମୃତ୍ୟୁ ପଛରେ ଦାୟୀ କିଏ ?
ମହାରାଷ୍ଟ୍ରର ନାନ୍ଦେଡରେ ଥିବା ଡାକ୍ତର ଶଙ୍କରରାଓ ଚହ୍ୱାନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାରରୁ ରବିବାର ମଧ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୨ ନବଜାତ ଶିଶୁଙ୍କ ସମେତ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଏହି ଘଟଣାକୁ ନେଇ ରାଜନୈତିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ…