ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର…