ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମମତା ବାନାର୍ଜୀ
ଭୁଵନେଶ୍ବର(ଓଡିଶାଫାଷ୍ଟ ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ କରିବା…