ଦିଦି ଆହତ
ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ ଆହତ। ତାଙ୍କ କପାଳରେ କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ମମତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ନେଇ ସୂଚନା ଦେଇଛି ତୃଣମୂଳ କଂଗ୍ରେସ। ତାଙ୍କୁ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ କପାଳରୁ ରକ୍ତ ବାହାରିବା ଦେଖାଯାଉଛି।…