ସର୍ବଦଳୀୟ ବୈଠକ: ନବୀନଙ୍କ ହଁ, ମମତାଙ୍କ ନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି । ଲୋକସଭାରେ ପ୍ରତିନିଧିତ୍ୱ ଥିବା ସମସ୍ତ ରାଜନୈତିକ ଦଳର ସଭାପତିଙ୍କ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ପ୍ରାୟ ଅଧିକାଂଶ ଦଳର ମୁଖ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ…