ମଣିଷ ଖାଇଲା ମଣିଷ ମାଂସ, ୨ ଗିରଫ
ଜୁଇରୁ କୁଆଁରୀ ଝିଅର ଦରପୋଡା ମାଂସ ଖାଇବାକୁ ନେଇ ଉତ୍ତେଜନା । ୨ ଜଣଙ୍କୁ ଗିରଫ କଲା ପୋଲିସ । ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ପ୍ରତାପପୁର ପଞ୍ଚାୟତ ବନ୍ଧସାହି ଗାଁରେ ଘଟଣା । ଶବର ପୋଡ଼ା ମାଂସ ଖାଇବାକୁ ନେଇ ପରିବାର ଲୋକଙ୍କ ସମେତ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା । ମାଂସ ଖାଉଥିବା…