୨ଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମାଣିକ ଶାହା
ବିଜେପି ନେତା ମାଣିକ ଶାହା ବୁଧବାର ଦ୍ୱିତୀୟଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ଭାବେ ମଧ୍ୟ ଶପଥ ନେଇଛନ୍ତି। ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,…