Browsing Tag

Manish Sisodia arrested

ମନୀଷ ସିସୋଦିଆ ଗିରଫ

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ଡେପୁଟି ସିଏମ୍‌ ମନୀଷ ସିସୋଦିଆଙ୍କୁ ସିବିଆଇ ଗିରଫ କରିଛି। ଏହାପୂର୍ବରୁ ସିବିଆଇ ଏହି ମାମଲାରେ ଜଣେ ବ୍ୟୁରୋକ୍ରାଟ୍‌ଙ୍କ ବୟାନ ରେକର୍ଡ କରିଥିଲା। ସିବିଆଇ ମନୀଷ ସିସୋଦିଆଙ୍କୁ ପଚରାଉଚରା ପାଇଁ ଡକାଇଥିଲା। ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତଦନ୍ତକାରୀ…