ନିରବି ଗଲେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର, ଝୁରୁଛି ଓଲିଉଡ୍
ଓଡିଶା (ବ୍ୟୁରୋ) : ବିଶିଷ୍ଟ ଫିଲ୍ମ ନିର୍ମାତା, ଲେଖକ ତଥା ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ଓଲିଉଡ୍ରେ ଶୋକର ଛାୟା ଖେଳିଯାଇଛି। ୧୯୫୧…