ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ମନୋଜ ଆହୁଜା
ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଲୋକସେବା ଭବନରେ ପୂର୍ବତନ ଶାସନ ସଚିବ ପ୍ରଦୀପ ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ହେଉଛନ୍ତି ମନୋଜ ଆହୁଜା । ୨୦୧୭ ମସିହାରେ ଡେପୁଟେସନରେ କେନ୍ଦ୍ରକୁ ଯାଇଥିଲେ। ତାଙ୍କୁ ଓଡ଼ିଶା…