କନ୍ଧମାଳ-ବୌଦ୍ଧ ସୀମାରେ କମ୍ବିଂ ଅପରେସନ୍ ଜୋରଦାର, ବହୁ ମାଓ ସାମଗ୍ରୀ ଜବତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କନ୍ଧମାଳ-ବୌଦ୍ଧ ସୀମାନ୍ତ ଗୋଛାପଡ଼ା ଥାନା ଅନ୍ତର୍ଗତ ଉମା ଜଙ୍ଗଲରେ କମ୍ବିଂ ଜୋରଦାର । ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀମାନେ ୨ଟି ଦେଶୀ ବନ୍ଧୁକ ସହ ବହୁ ମାଓ ସାମଗ୍ରୀ ଜବତ କରିଥିବା କନ୍ଧମାଳ ଏସପି ବିନିତ ଅଗ୍ରୱାଲ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ…