ଆତ୍ମସମର୍ପଣ କଲେ ୬୦ରୁ ଊର୍ଦ୍ଧ୍ୱ ମାଓବାଦୀ
ଆନ୍ଧ୍ରପ୍ରଦେଶରେ କୁଖ୍ୟାତ ମାଓବାଦୀ ଭନାଥାଲା ରାମ କୃଷ୍ଣଙ୍କୁ ଗିରଫ କରାଯିବା ପରେ ୬୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବୁଧବାର ବିଶାଖାପାଟନମ୍ ରେଞ୍ଜର ଡିଆଇଜି ଏସ୍ ହରିକୃଷ୍ଣଙ୍କ ଉପସ୍ଥିତିରେ ୬୦ରୁ ଅଧିକ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଏହି ସମସ୍ତ…