ଆହତ ପୋଲିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡିଶା ଫାଷ୍ଟ(ବ୍ୟୁରୋ): ଦୁର୍ଘଟଣାରେ ଆହତ ପୋଲିସ କର୍ମଚାରୀଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ । ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା କର୍ମଚାରୀଙ୍କ ପରିବାରକୁ ୫ଲକ୍ଷ ଟଙ୍କା ସହାୟତା ସହ ଆହତଙ୍କ ସମସ୍ତ…