Browsing Tag

Matric exam from tomorrow

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା; ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ଶିକ୍ଷକମାନେ ମୋବାଇଲ କରିବେ ସ୍ୱିଚ୍‌ ଅଫ୍‌

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। କାଲିଠାରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ। ପ୍ରଥମ…