ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା; ଦିନକୁ ଗୋଟିଏ ବିଷୟରେ ହେବ ପରୀକ୍ଷା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା। ଅଫଳାଇନ ରେ ହେବ ପରୀକ୍ଷା। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଜ୍ୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି । ତିନୋଟି ପଦ୍ଧତିରେ ମୂଲ୍ୟ ନିର୍ଦ୍ଧାରଣ ହେବ ବୋଲି ସେ କହିଛନ୍ତି ।ମାଧ୍ୟମିକ ଶିକ୍ଷା…