ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ସ୍ଥଗିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ହ୍ରାସ ନିମନ୍ତେ ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ଆଇଇସି ମୁଖ୍ୟ ତଥା ମୁଖପାତ୍ର ସୁବ୍ରତୋ ବାଗଚୀ ଏହି ସୂଚନା ଦେଇଛନ୍ତି।
ଗୁରୁବାର ସାମ୍ବାଦିକ ସମ୍ମିଳନୀରେ ଡଃ ବାଗଚୀ…