ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ
ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ । କଟକ ବୋର୍ଡ ଅଫିସରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରୁଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଚଳିତ ବର୍ଷ ପାସ୍ ହାର ରହିଛି ୯୦.୫୫ ପ୍ରତିଶତ । ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨୬ ହଜାର ୮୧୮ ପିଲା । ସେଥିମଧ୍ୟରୁ ୫…