ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୩ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୮୦ କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। www.bseodisha.ac.inରେ ଲଗଅନ କରି ଆଡମିଟ କାର୍ଡ ପାଇପାରିବେ ବୋଲି ସୂଚନା ଦିଆଯାଇଛି।
ମାଧ୍ୟମିକ ଶିକ୍ଷା…