ମେ ୨୦ରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ : ଗଣଶିକ୍ଷା ମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମେ ୨୦ ତାରିଖରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ। ମାଟ୍ରିକ୍ ଖାତା ମୂଲ୍ୟାୟନ ନେଇ ଚାଲିଥିବା ବୈଠକ ପରେ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ମେ ୧୯ ତାରିଖ ସୁଦ୍ଧା ପରୀକ୍ଷା ନିରୀକ୍ଷକମାନେ ସବୁ କେନ୍ଦ୍ରରେ…